×
Login

ବିଦ୍ୟାଳୟ ପରିସରରେବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ। .

219 Views 0 Comments | - By Black Cat News - 12 July, 2022

mediafile1657570681.jpeg

ଢେଙ୍କାନାଳ ଜିଲ୍ଲା ଗଁଦିଆ ବ୍ଲକ୍ ଅନ୍ତର୍ଗତ ଗଁଦିଆ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଆଜି ବୃକ୍ଷ ରୋପଣ କାର୍ଯ୍ୟ ଅନୁଷ୍ଠିତ ହୋଇଛି ବିଦ୍ୟାଳୟ ପରିଚାଳନା କମିଟି ସଭାପତି ସ୍ବପ୍ନେଶ୍ବର ସେଠୀଙ୍କର ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ସ୍ଥାନୀୟ ସରପଞ୍ଚ ସୁଲୋଚନା ଜେନା ସମ୍ନାନିତ ଅତିଥି ଭାବେ ବ୍ଲକ ବି ଜେ ଡି ସଭାପତି ବିଶ୍ୱନାଥ ଜେନା,ଷଡ଼ଙ୍ଗୀ ରେଞ୍ଜ ଅଧିକାରୀ ଚନ୍ଦ୍ରମଣି ବେହେରା ପ୍ରମୁଖ ଉପସ୍ଥିତ ରହି ବିଭିନ୍ନ ପ୍ରକାର ଚାରା ରୋପଣ କରିଥିଲେ ଉକ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ବିଦ୍ୟାଳୟର ସହକାରୀ ଶିକ୍ଷକ କାର୍ତ୍ତିକ କୁମାର ସ୍ୱାଇଁ ଓ ଜାମିନି ଭୁତିଆ କରିଥିବା ବେଳେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟା ମାନେ ସହଯୋଗ କରିଥିଲେ।

Akshaya Kumar Patra's Report
BlackCatNews, Dhenkanal


Also Read

×