×
Login

ବିଦ୍ୟୁତ୍ ଆଘାତରେ ବଡ଼ବିଲ ସରକାରୀ ଆଇ.ଟି.ଆଇ.ର ଜଣେ ଛାତ୍ର ମୃତ ଜଣେ ଗୁରୁତର।.

301 Views 0 Comments | - By Black Cat News - 4 October, 2021

mediafile1633347954.png

ଆଜି ବଡ଼ବିଲ ସରକାରୀ ଆଇ.ଟି.ଆଇ.ରେ ବ୍ୟାନର୍ ବାନ୍ଧୁଥିବା ସମୟରେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉଜଣେ ଛାତ୍ର ଗୁରୁତର ଆହତ ହୋଇଥିବା ଜଣାପଡିଛି। ମୃତକଙ୍କ ନାମ ସରୋଜ କୁମାର ଘଣା ଏବଂ ଗୁରୁତର ଆହତ ଛାତ୍ରଙ୍କ ନାମ ସମୀର କୁମାର ରଣା ବୋଲି ଜଣା ପଡ଼ିଛି।




KHALANANDA SHARMA's Report
BlackCatNews, Keonjhar


Also Read
Related News


mediafile1656280292.jpeg
ମାଲକାନଗିରି: ଜିଲ୍ଲା ସ୍ତରୀୟ ସଚେତନତା ଶୋଭାଯାତ୍ର ଅନୁଷ୍ଠିତ ।
27 June, 2022
mediafile1656194738.jpeg
ମାଲକାନଗିରି ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ସ୍ତରୀୟ ତର୍କ ଓ ପ୍ରବନ୍ଧ ପ୍ରତିଯୋଗିତା ଅନୁଷ୍ଠିତ ।
26 June, 2022
mediafile1655709182.jpg
ଗୁଡୁପାଙ୍ଗିରେ ୧୪୪ ଧାରା ଜାରି, ଆରମ୍ଭ ହେବ ବଳଭଦ୍ରପୁର-ଢିପାମାଳ ରାସ୍ତା ନିର୍ମାଣ।
20 June, 2022
mediafile1655239631.jpg
ମାଲକାନଗିରି ଜିଲ୍ଲାପାଳ ଙ୍କ ନିର୍ଦ୍ଦେଶନାରେ ଜିଲ୍ଲାସ୍ତରୀୟ ଵିଶ୍ଵ ରକ୍ତ ଦାତା ଦିବସ ପାଳିତ ।
15 June, 2022
mediafile1655076597.jpeg
ମାଲକାନଗିରି: ସୀମା ସୁରକ୍ଷା ବଳ କମାଣ୍ଡାଣ୍ଟଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ।
13 June, 2022
mediafile1654893970.jpeg
ଓଡିଶା ୟୁନିସେଫ ପକ୍ଷରୁ ଭରଚୁଆଲ ମିଡ଼ିଆ ସଚେତନତା କାର୍ଯ୍ୟକ୍ରମ ।
11 June, 2022

×